Odisha Assembly Session ସେପ୍ଟେମ୍ବର ୨୨ରୁ ବିଧାନସଭାର ୯ଦିନିଆ ୭ମ ଅଧିବେଶନ
"ଭୁବନେଶ୍ୱର: ରାଜ୍ୟର ୧୭ଶ ବିଧାନସଭାର ୭ମ ଅଧିବେଶନ ଚଳିତ ମାସ ୨୨ ତାରିଖରୁ ଆରମ୍ଭ ହେବ।
ଏହା ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ।
Advertisment Security arrangements: ବିଧାନସଭା ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା, ୩୫ ପ୍ଲାଟୁନ୍ ପୁଲିସ ଫୋର୍ସ, ୧୧୦ ଅଧିକାରୀଙ୍କୁ ଦାୟିତ୍ବ ଆଜି (ଗୁରୁବାର) ବିଧାନସଭା ସଚିବାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଅଧିବେଶ ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ ।
ଏଥିରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ ।
Legislative Assembly: ବିଧାନସଭା ଅଧିବେଶନ ୨୭ରୁ: ପ୍ରଥମ ଦିନ ରାଷ୍ଟ୍ରପତି ଗୃହକୁ ସମ୍ବୋଧିତ କରିବେ, ୨୮ରେ ଅତିରିକ୍ତ ବଜେଟ୍ ଆଗତ ସେପ୍ଟେମ୍ବର ୨୬ ଓ ୨୭ ତାରିଖ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ ।
ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।