Odisha Bandh Today: Statewide Shutdown from 6 AM to 6 PM
#କଣ_ଖୋଲା_କଣ_ବନ୍ଦ
ଆଜି ଓଡ଼ିଶା ବନ୍ଦ । ସକାଳ ୬ରୁ ସଂଧ୍ୟା ୬ ଯାଏଁ ଓଡ଼ିଶା ବନ୍ଦ ଡାକରା ଦେଇଛି ‘ଇଣ୍ଡି’ ମେଣ୍ଟ। ବ୍ୟାବସାୟିକ ପ୍ରତିଷ୍ଠାନ, ସାଧାରଣ ପରିବହନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବା ପାଇଁ ଆହ୍ବାନ ଦିଆଯାଇଛି। ହସ୍ପିଟାଲ, ଛାତ୍ରଛାତ୍ରୀଙ୍କ ପରୀକ୍ଷା, ଆମ୍ବୁଲାନସ, ଅଗ୍ନିଶମ ଓ ଉଦ୍ଧାର କାର୍ଯ୍ୟ, ଔଷଧ ଦୋକାନ, ଦୁଗ୍ଧ ଯୋଗାଣ, ଅନ୍ୟାନ୍ୟ ଜରୁରୀ ସେବା ଓ ଖବର ସଂଗ୍ରହ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ କୌଣସି ବାଧା ଦିଆଯିବନି ।
#odishabandh#Odisha#odishanews#Bhubaneswar#Bandh#INDIABloc#Congress#OdishaPolitics#Protest#OdishaTV#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।