Odisha CM: ୟୁଏଇ ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Sep 10, 2026 - 13:12
Odisha CM: ୟୁଏଇ ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

"ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍‌ର ଅଧ୍ୟକ୍ଷ ମାନ୍ୟବର ଅବଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ଆଲୋଚନା କରିଛନ୍ତି।

ବୈଠକରେ ଓଡ଼ିଶା ଓ ୟୁଏଇ ମଧ୍ୟରେ ଅର୍ଥନୈତିକ ଓ ନିବେଶ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ଓଡ଼ିଶାରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା ହୋଇଥିଲା।Advertisment ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଅନୁକୂଳ ବ୍ୟବସାୟିକ ପରିବେଶ, ସୁଦୃଢ଼ ଶିଳ୍ପ ଭିତ୍ତିଭୂମି ଓ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ରହିଥିବା ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଇବା ସହ ୟୁଏଇର ନିବେଶକମାନଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଜଣାଇଥିଲେ।

Uttarakhand: ଡାକ୍ତର ନଥିଲେ ଫାର୍ମାସିଷ୍ଟ ଲେଖିବେ ଔଷଧ: ଡିଫାର୍ମା-ବିଫାର୍ମା ଧାରକଙ୍କୁ ମିଳିବ ସୀମିତ ପ୍ରେସକ୍ରିପସନ ଅଧିକାର "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।