Odisha Government Reviews Rescue: ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଆଲର୍ଟରେ ରାଜ୍ୟ ସରକାର; ସ୍ଥିତି ସମୀକ୍ଷା କଲେ ସିଏମ୍ ମୋହନ

Oct 28, 2026 - 20:03
Odisha Government Reviews Rescue: ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଆଲର୍ଟରେ ରାଜ୍ୟ ସରକାର; ସ୍ଥିତି ସମୀକ୍ଷା କଲେ ସିଏମ୍ ମୋହନ

ବାତ୍ୟା 'ଅର୍ଣ୍ଣବ'କୁ ନେଇ ଆଲର୍ଟରେ ରାଜ୍ୟ ସରକାର।

SRCଙ୍କ କାର୍ଯ୍ୟାଳୟରେ ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଥିଲେ ।

ଏହା ସହ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ୍ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ସାମିଲ ହୋଇ ସ୍ଥିତି ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।

Advertisment ଲ୍ୟାଣ୍ଡଫଲ୍ ପରେ ବାତ୍ୟାର ଗତିପଥ, ଦକ୍ଷିଣ ଓଡ଼ିଶାରେ ପ୍ରଭାବ ଓ ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଜିରୋ କାଜୁଆଲଟି ଉପରେ ଗୁରୁତ୍ବ ଦେଇଛନ୍ତି ।

ବାତ୍ୟା 'ଅର୍ଣ୍ଣବ'କୁ ନେଇ ଆଲର୍ଟରେ ରାଜ୍ୟ ସରକାର SRCଙ୍କ କାର୍ଯ୍ୟାଳୟରେ ସ୍ଥିତିର ସମୀକ୍ଷା କଲେ ସିଏମ୍ ମୋହନ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତିରେ ସିଏମଙ୍କ ଅନୁଧ୍ୟାନ ଉପସ୍ଥିତ ଥିଲେ ମୁଖ୍ୟ ଶାସନ ସଚିବ, SRC ଓ ବରିଷ୍ଠ ଅଧିକାରୀ ସ୍ଥିତି ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଗଲା ଜିରୋ କାଜୁଆଲଟି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।