Odisha Weather Update: ବାତ୍ୟା ଆସିବ, ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ; ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ହେବ!
ବାତ୍ୟା ଆସିବ, ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ।
ବର୍ତ୍ତମାନ ଆକଳନ ଅନୁସାରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବ ନାହିଁ।
କିନ୍ତୁ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ।
୩ ଦିନ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
୨୭ ସନ୍ଧ୍ୟାରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ।
Advertisment ୩୦ ତାରିଖ ପର୍ଯ୍ୟନ୍ତ ବର୍ଷିବ।
୨୮ରୁ ବର୍ଷା ବଢ଼ିବ, କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏପରିକି କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ।
୨୮ ତାରିଖ ସକାଳେ ବାତ୍ୟା ଆନ୍ଧ୍ର ଉପକୂଳରେ ପହଞ୍ଚିବ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟରେ ୩ ଦିନ ବର୍ଷା ୨୭ ସନ୍ଧ୍ୟାରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ...
୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ହେବ...
'୨୮ରୁ ବର୍ଷା ବଢ଼ିବ, କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷିବ'...
'ଏପରିକି କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ'...
'୨୮ ତାରିଖ ସକାଳେ ବାତ୍ୟା ଆନ୍ଧ୍ର ଉପକୂଳରେ ପହଞ୍ଚିବ'...
Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।