Padma Shri Dr Ashok Mahapatra Passes Away: ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ।
ଗତ କାଲି ରାତି ୯ଟା ୧୫ ମିନିଟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।
ବ୍ରେନ୍ ଷ୍ଟ୍ରୋକ୍ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।
ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।
Advertisment ପୂର୍ବରୁ ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶକ ଥିଲେ ଡାକ୍ତର ଅଶୋକ ମହାପାତ୍ର।
ଯୋଡ଼ା ମୁଣ୍ଡ ଶିଶୁ ଜଗା କାଳିଆଙ୍କ ସଫଳ ଅସ୍ତ୍ରୋପଚାର କରିଥଲେ।
୨୦୨୪ରେ ସମ୍ମାନଜନକ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ।
ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।