Police Sub-Inspector Found Dead Inside Quarters: ଥାନା ପରିସରେ ପୋଲିସ୍ SIଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁକୁ ନେଇ ରହସ୍ୟ
କ୍ୱାର୍ଟର୍ସରେ ଝୁଲନ୍ତା ଅବସ୍ଥାରେ ପୋଲିସ୍ SIଙ୍କ ମୃତଦେହ ଉଦ୍ଧାର।
ରାୟଗଡ଼ା ଜିଲ୍ଲା ଅମ୍ବାଦୋଳା ଥାନାରେ କାର୍ଯ୍ୟରତ SI ଅଶୋକ ପ୍ରଧାନଙ୍କ ମୃତଦେହ ଉଦ୍ଧାର ହୋଇଛି।
ଥାନା ପରିସରରେ ଥିବା ସରକାରୀ କ୍ୱାର୍ଟର୍ସରୁ ତାଙ୍କ ମୃତଦେହ ମିଳିଛି।
ତେବେ ତାଙ୍କ ମୃତ୍ୟୁର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।
ଘଟଣାକୁ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।
Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।