Pravati Parida Meets Baijayant Panda: ଦିଲ୍ଲୀରେ ହଠାତ୍ ଭେଟ, ବୈଜୟନ୍ତଙ୍କୁ ଭେଟିଲେ ପ୍ରଭାତୀ
ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୂଆ ଦିଲ୍ଲୀ ଗସ୍ତରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପାଣ୍ଡାଙ୍କୁ ତାଙ୍କ ବାସଭନରେ ଭେଟ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିଛନ୍ତି। ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଚର୍ଚ୍ଚା କରିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକସରେ ସୂଚନା ଦେଇଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।