Puri Jagannath: ଆଜି ପୂର୍ବାହ୍‌ଣ ୮ଟା ପରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

Oct 20, 2026 - 04:36
Puri Jagannath: ଆଜି ପୂର୍ବାହ୍‌ଣ ୮ଟା ପରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

"ପୁରୀ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ଯୋଗୁଁ ଆଜି ଆପାତତଃ ସକାଳ ୮ଟା ପରଠାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନରେ ସହଯୋଗ କାମନା କରାଯାଇଛି।

ସୂଚନାଯୋଗ୍ୟ, ଶାରଦୀୟ ନବରାତ୍ରୀର ପୀଠରେ ନବମୀ ତିଥି ଅବସରରେ ସୋମବାର ଶ୍ରୀମନ୍ଦିରରେ ମା' ବିମଳା ଦେବୀଙ୍କ ଷୋଳପୂଜା ବିଶେଷ ନୀତି ‌ହୋଇଛି।

Advertisment "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।