Raksha Bandhan Brings Subhadra Payment: ରକ୍ଷା ବନ୍ଧନରେ ମିଳିବ ସୁଭଦ୍ରା ଟଙ୍କା, ଏଥର ନୂଆ ଯୋଡି ହୋଇଛନ୍ତି ୨ ଲକ୍ଷରୁ ଅଧିକ ହିତାଧିକାରୀ
ଆସନ୍ତା ୨୮ ତାରିଖ ରକ୍ଷା ବନ୍ଧନରେ ମିଳିବ ସୁଭଦ୍ରା ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ପ୍ରଥମ ଥର ପାଇଁ ପାଇବେ। ଯେଉଁ ମାନଙ୍କର ପୂର୍ବରୁ ଏକାଧିକ କିସ୍ତି ବାକି ଅଛି ଫିଲ୍ଡ ଯାଞ୍ଚ ପରେ ସବୁ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ପଞ୍ଚମ କିସ୍ତି ର ମାସକ ପରେ ବଞ୍ଚିତ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଚତୁର୍ଥ କିସ୍ତିରେ ୧ କୋଟି ୪ ଲକ୍ଷ ଙ୍କୁ ମିଳିଥିବା ବେଳେ ପଞ୍ଚମ କିସ୍ତିରେ କୋଟିଏ ୩ ଲକ୍ଷ ୨୬ ହଜାରଙ୍କୁ ମିଳିବ।...
୨୮ ତାରିଖ ରକ୍ଷା ବନ୍ଧନରେ ମିଳିବ ସୁଭଦ୍ରା ଟଙ୍କା
ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା
୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ପ୍ରଥମ ଥର ପାଇଁ ପାଇବେ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।