Santali Language Development: Expert Committee Meets Odisha CM, Seeks Recognition in Ol Chiki

Oct 04, 2026 - 00:14
Santali Language Development: Expert Committee Meets Odisha CM, Seeks Recognition in Ol Chiki

#ମୁଖ୍ୟମନ୍ତ୍ରୀଙ୍କୁ_ଭେଟିଲେ_ସାନ୍ତାଳୀ_ବିଶେଷଜ୍ଞ_କମିଟି
ସାନ୍ତାଳୀ ଭାଷାର ଉନ୍ନତି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାନ୍ତାଳୀ ବିଶେଷଜ୍ଞ କମିଟି। ସାନ୍ତାଳୀ ଭାଷାକୁ ଅଲଚିକି ଲିପିରେ ସଂଖ୍ୟାଲଘୁ ଭାଷାର ମାନ୍ୟତା ଏବଂ NEP-2020 ଲାଗୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛିି କମିଟି। ମୁଖ୍ୟମନ୍ତ୍ରୀ ସେମାନଙ୍କର ପ୍ରତ୍ୟେକଟି ଦାବିକୁ ଅତ୍ୟନ୍ତ ଗମ୍ଭୀରତା ଓ ସହାନୁଭୂତିର ସହ ଶୁଣିଥିଲେ। ଆଲୋଚନାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ଦେଶର ସର୍ବୋଚ୍ଚ ପଦବୀ ଅର୍ଥାତ୍ ରାଷ୍ଟ୍ରପତି ଆସନରେ ଜଣେ ସାନ୍ତାଳୀ ନାରୀ- ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଅଳଙ୍କୃତ ହୋଇଛନ୍ତି, ଯାହାକି ସମଗ୍ର ସାନ୍ତାଳୀ ସମାଜ ସମେତ ସମଗ୍ର ଦେଶ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଏହାଦ୍ୱାରା ସାନ୍ତାଳୀ ଭାଷା, ସଂସ୍କୃତି ଓ ଜନଜାତିର ପରିଚୟ ବିଶ୍ୱସ୍ତରରେ ଅଧିକ ପ୍ରଭାବଶାଳୀ ଏବଂ ଗରିମାମୟ। ବିଶେଷଜ୍ଞ କମିଟିର ସୁପାରିଶ ଏବଂ ସାନ୍ତାଳୀ ସମ୍ପ୍ରଦାୟର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ସମସ୍ତ ଯଥୋଚିତ ତଥା ସକାରାତ୍ମକ ପଦକ୍ଷେପ ଖୁବଶୀଘ୍ର ଗ୍ରହଣ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।
#SantaliLanguage#OlChiki#SantaliCommunity#NEP2020#OdishaCM#MohanCharanMajhi#TribalLanguage#OdishaNews#LanguageDevelopment#OdishaTV#OTV

A Santali language expert committee met Odisha Chief Minister Mohan Charan Majhi to discuss the development of the Santali language, including recognition of Santali in the Ol Chiki script as a minority language and implementation of NEP-2020. The Chief Minister heard the committee’s demands and assured that appropriate steps would be taken soon for the overall development of the Santali community. Santali is included in the Eighth Schedule of the Constitution, while Ol Chiki is its dedicated script.

For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M

OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.

Stay tuned for all the breaking news !

Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/

#OdishaTV#OTV

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।