Schools Closed in 7 Districts: ଲଗାଣ ବର୍ଷା ପାଇଁ ୭ ଜିଲ୍ଲାରେ ସବୁ ସ୍କୁଲ ଛୁଟି, ଘୋଷଣା କଲେ ଜିଲ୍ଲାପାଳ
ବର୍ଷା ପାଇଁ ସ୍କୁଲ ଛୁଟି। ଲଗାଣ ବର୍ଷା ପାଇଁ ୭ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। କଟକ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, କନ୍ଧମାଳ, ସମ୍ବଲପୁର ଓ ବଲାଙ୍ଗିର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।
ସମ୍ବଲପୁର ମହାନଗର ନିଗମ ଓ ଧନକଉଡ଼ା ବ୍ଲକର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଲଗାଣ ବର୍ଷା ପାଇଁ ସବୁଆଡେ ଜମିଛି ପାଣି। ଯେଉଁଥିପାଇଁ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।