Severe Accident Killed Five of a Family: ଭୟଙ୍କର ଦୁର୍ଘଟଣା, ଗୋଟିଏ ପରିବାରର ୫ ଜଣ ମୃତ, ୭ ମାସର ଶିଶୁ ଗୁରୁତର

Oct 24, 2026 - 12:33
Severe Accident Killed Five of a Family: ଭୟଙ୍କର ଦୁର୍ଘଟଣା, ଗୋଟିଏ ପରିବାରର ୫ ଜଣ ମୃତ, ୭ ମାସର ଶିଶୁ ଗୁରୁତର

ରାଜସ୍ଥାନର ଚୁରୁ ଜିଲ୍ଲାରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା।

ଦ୍ରୁତ ଗତିରେ ଯାଇ ଟ୍ରକକୁ ଧକ୍କା ଦେଲା କାର।

ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କ ସହିତ ମୋଟ ୬ ଜଣଙ୍କ ମୃତ୍ୟୁ ହୋଇଛି।

ଡ୍ରାଇଭରଙ୍କ ମଧ୍ୟ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

Advertisment ପୂରା ପରିବାର ତାରାନଗରର ସୋମସିସର ଗାଁରୁ ଗୋଗାମେଡିକୁ ଦେବୀ ଦର୍ଶନ ପାଇଁ ଯିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ଏହି ଦୁର୍ଘଟଣାରେ ଏକ ୭ ମାସର ଶିଶୁର ଅବସ୍ଥା ସଙ୍କଟାପନ୍ନ ରହିଛି।

ଶିଶୁକୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।