03 SEPTEMBER 2026

Welcome!

Unlock your personalized experience.
Sign Up

Sofa Factory Fire: ସୋଫା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୧୬ଜଣ ଶ୍ରମିକଙ୍କ ମୃତ୍ୟୁ

Aug 10, 2026 - 12:25
Sofa Factory Fire:  ସୋଫା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୧୬ଜଣ ଶ୍ରମିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ସାଉଦି ଆରବର ରିୟାଦର ମୁସା ସନୈୟା ଅଞ୍ଚଳରେ ଏକ ସୋଫା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୬ ଜଣ ପ୍ରବାସୀ ବାଂଲାଦେଶୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ  ଘଟଣାର ସତ୍ୟାସତ୍ୟ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ଗଭୀର ଦୁଃଖ ଏବଂ ସମବେଦନା ବ୍ୟକ୍ତ କରିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।