Srimandir Public Darshan To Remain Closed: ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
Aug 11, 2026 - 19:30
Srimandir Public Darshan To Remain Closed: ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରାବଣ ମାସ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀଜିଉଙ୍କ ଚିତାଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି।
Manoj Kumar Rout
11 Aug 2026 19:17 IST
ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରାବଣ ମାସ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀଜିଉଙ୍କ ଚିତାଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।