Student Found Hanging in Cuttack Hostel; Father Alleges Death Threat
#ଗୁରୁ_ଦିବସରେ_ଧମକ_ଦେଲେ_ମାରିଦେଲେ...
କଟକ ସିଡିଏ ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଆଠଗଡ଼ ଅଞ୍ଚଳର ମାନସ ସାହୁଙ୍କ ପୁଅ ଚିନ୍ମୟ ସାହୁ । ତେବେ ତାଙ୍କ ପୁଅକୁ ହଷ୍ଟେଲରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଗୁରୁଦିବସ ଦିନ କଲେଜରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ଏବଂ ପୁଅକୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିଲା ବୋଲି ଅଭିଯୋଗ କରିଛନ୍ତି ଚିନ୍ମୟଙ୍କ ବାପା।
#cuttack#OdishaNews#StudentDeath#HostelDeath#SuspiciousDeath#ChinmaySahu#CDA#MurderAllegation#CollegeStudent#OdishaTV#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।