Sushant Nath Seeks Interim Protection: ଆଇପିଏସ୍ ସୁଶାନ୍ତ ନାଥଙ୍କୁ ହାଇକୋର୍ଟରୁ ମିଳିଲାନି ଆଶ୍ୱସ୍ତି, ଘୁଞ୍ଚିଲା ଶୁଣାଣି
IPS ସୁଶାନ୍ତ ନାଥଙ୍କ ଅନ୍ତରୀଣ ସୁରକ୍ଷା ଆବେଦନର ଶୁଣାଣି ଘୁଞ୍ଚିଲା ।
ଅନ୍ତରୀଣ ସୁରକ୍ଷା ଓ ମୂଳ ମାମଲା ଖାରଜ ଆବେଦନ ଶୁଣାଣି ଘୁଞ୍ଚେଇଛନ୍ତି ହାଇକୋର୍ଟ ।
ଆସନ୍ତା ୬ ତାରିଖକୁ ହାଇକୋର୍ଟ ଶୁଣାଣି ଘୁଞ୍ଚାଇଛନ୍ତି।
କଟକ ଚୌଦ୍ୱାର ଜେଲ୍ ର ପୂର୍ବତନ ମହିଳା ଜେଲରଙ୍କ ଯୌନ ନିର୍ଯାତନା ମାମଲାରେ ଗିରଫଦାରୀରୁ ସୁରକ୍ଷା ଲୋଡ଼ି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୁଶାନ୍ତ ନାଥ।
ତାଙ୍କ ବିରୋଧରେ ରୁଜୁ ମାମଲାକୁ ଖାରଜ କରିବା ସହ ଅନ୍ତରୀଣ ସୁରକ୍ଷା ଏବଂ ଜାମିନ ପାଇଁ ମଧ୍ୟ ଆବେଦନ କରିଛନ୍ତି।
Advertisment ସେହିପରି ଏହି ଘଟଣାରେ ମଧ୍ୟସ୍ଥି ଥିବା କୁଲଦୀପ ରଥଙ୍କ ନାମରେ ଥିବା ମାମଲାର ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ସହ ମାମଲା ଖାରଜ ପାଇଁ ଯେଉଁ ଆବେଦନ କରିଥିଲେ ତାର ଶୁଣାଣି ଘୁଞ୍ଚିଛି।
ଆସନ୍ତା 6 ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କଲେ ହାଇକୋର୍ଟ।
ଘୁଞ୍ଚିଲା ସୁଶାନ୍ତ ନାଥଙ୍କ ଅନ୍ତରୀଣ ସୁରକ୍ଷା ଶୁଣାଣି IPS ସୁଶାନ୍ତ ନାଥଙ୍କ ଅନ୍ତରୀଣ ସୁରକ୍ଷା ଆବେଦନର ଶୁଣାଣି ଘୁଞ୍ଚିଲା ଅନ୍ତରୀଣ ସୁରକ୍ଷା ଓ ମୂଳ ମାମଲା ଖାରଜ ଆବେଦନ ଶୁଣାଣି ଘୁଞ୍ଚିଲା ଆସନ୍ତା ୬ ତାରିଖକୁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ ମହିଳା ଜେଲରଙ୍କ ଯୌନ ନିର୍ଯାତନା ମାମଲାରେ ହାଇକୋର୍ଟଙ୍କ ଦ୍ବାରସ୍ଥ Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।