Today Panchang 3rd October 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Oct 03, 2026 - 08:26
Today Panchang 3rd October 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୩ ଶନିବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୭ମୀ ପ୍ରାତଃ ୦୭.୫୯ ଗତେ ୮ମୀ । ଘାତଚନ୍ଦ୍ର – କନ୍ୟା ରାଶିର ଅହୋରାତ୍ର । ଘାତବାର – ବୃଷ,ସିଂହ ଓ କନ୍ୟା ରାଶିର । ପୁଷ୍କରଦୋଷ – ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୫୯ ଗତେ ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
ଶୁଭ ସମୟ –
ପ୍ରାତଃ – ୦୭.୧୫ ରୁ ୦୮.୩୮
ଦିବା – ୧୧.୫୯ ରୁ ୦୧.୦୪
ଦିବା – ୦୨.୩୨ ରୁ ୦୩.୦୮
ଦିବା – ୦୩.୫୫ ରୁ ୦୪.୦୧
ରାତ୍ରି – ୦୨.୨୬ ରୁ ୦୩.୧୫
ଅଶୁଭ ସମୟ-
ରାହୁକାଳ - ଦିବା ୦୮.୩୮ ରୁ ୧୦.୦୭
କାଳବେଳା - ପ୍ରାତଃ ୦୫.୪୧ ରୁ ୦୭.୧୦ ଓ ଦିବା ୦୪.୦୧ ରୁ ୦୫.୨୯
ବାରବେଳା - ଦିବା ୦୧.୦୪ ରୁ ୦୨.୩୨
କାଳରାତ୍ରି – ସନ୍ଧ୍ୟା ୦୫.୨୯ ରୁ ୦୭.୦୧ ଓ ରାତ୍ରି ୦୪.୧୦ ରୁ ୦୫.୪୧

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।