TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍ କାଟ୍…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ ରହିବ।
ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ ବନ୍ଦ ରହିବ। ଗ୍ରୀଡରେ ମରାମତି କାମ ଯୋଗୁ ବିଦ୍ୟୁତ୍ ସେବା ବନ୍ଦ ରହିବ ବୋଲି TPWODL ପକ୍ଷରୁ ସୂଚନା ଦିଆଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।