Vigilance Searches Engineer’s Properties: ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ୍
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ମୟୂରଭଞ୍ଜ ଜିଲ୍ଲା ପୂର୍ତ୍ତ ବିଭଗର ବେତନଟୀ ସବ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କ ଘରେ ରେଡ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ। ଏକକାଳୀନ ୧୦ଟି ସ୍ଥାନରେ ଚଢାଉ ଜାରି ରହିଛି। ଖୋର୍ଦ୍ଧା, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଳାର ବିଭିନ୍ନ ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ। ଅରବିନ୍ଦଙ୍କ ଘର ଓ ବାରିପଦା କାର୍ଯ୍ୟାଳୟ, ବାଲେଶ୍ବର ଅଙ୍ଗିରଗଡିଆ ସ୍ଥିତ ବାସଭବନରେ ରେଡ ଜାରି ରହିଛି।
ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ AEE
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ମୟୂରଭଞ୍ଜ ପୂର୍ତ୍ତ ବିଭାଗ ବେତନଟୀ ସବ ଡିଭିଜନର AEE
ସହକାରୀ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କ ଘରେ ରେଡ୍
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
ଏକକାଳୀନ ୧୦ଟି ସ୍ଥାନରେ ଚଢାଉ ଜାରି ରହିଛି
ଖୋର୍ଦ୍ଧା, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଳାର ବିଭିନ୍ନ ସ୍ଥାନରେ ଚଢାଉ ଜାରି
ଅରବିନ୍ଦଙ୍କ ଘର ଓ ବାରିପଦା କାର୍ଯ୍ୟାଳୟରେ ରେଡ୍
ବାଲେଶ୍ବର ଅଙ୍ଗିରଗଡିଆ ସ୍ଥିତ ବାସଭବନରେ ମଧ୍ୟ ଚଢ଼ାଉ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।