Weather Alert: ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା, ସତର୍କ କରାଇଲା ପାଣିପାଗ ବିଭାଗ

Sep 08, 2026 - 17:18
Weather Alert: ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା, ସତର୍କ କରାଇଲା ପାଣିପାଗ ବିଭାଗ

ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । 

ଆସନ୍ତା କାଲି ପାଇଁ ଉତ୍ତର ଓଡ଼ିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୨ ତାରିଖ ଯାଏ ଝଡ଼ବର୍ଷା ନେଇ ଚେତାବନୀ ଜାରି ହୋଇଛି । 

ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା
କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଚେତାବନୀ 
ଆସନ୍ତାକାଲି ପାଇଁ ଉତ୍ତର ଓଡ଼ିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।