Well-Marked Low-Pressure Area Forms Over Bay of Bengal, Cyclone Likely by October 26
#ସୃଷ୍ଟି_ହେଲା_ସ୍ପଷ୍ଟ_ଚିହ୍ନିତ_ଲଘୁଚାପ
ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ଅବପାତର ରୂପ ନେବ ସ୍ପଷ୍ଟଚିହ୍ନିତ ଲଘୁଚାପ। ଆସନ୍ତାକାଲି ଗଭୀର ଅବପାତ ଏବଂ ୨୬ ତାରିଖରେ ଏକ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ୨୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ନେଇ ଆକଳନ କରାଯାଇଛି। ପବନରେ ବେଗ ୨୬ ସକାଳ ବେଳକୁ ୭୦-୮୦ କିମି ଏପରିକି ଝଟ୍କା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁପାରେ। ଏହାପରେ ବାତ୍ୟାଟି ଉପକୂଳ ଆଡକୁ ଯେତିକି ବଢ଼ିବ ପବନର ବେଗ ମଧ୍ୟ ବଢ଼ିବାରେ ଲାଗିବ। ତେବେ ଲ୍ୟାଣ୍ଡଫଲ୍ ବେଳେ ବେଗ କେତେ ରହିବ ସେନେଇ ଆଇଏମ୍ଡି ପକ୍ଷରୁ ଏବେ କୌଣସି ଆକଳନ କରାଯାଇ ନାହିଁ। ଆଜି ଅବପାତ ସୃଷ୍ଟି ହେବା ପରେ ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପବନର ବେଗ ସଂପର୍କରେ ସ୍ପଷ୍ଟତା ଆସିବ ବୋଲି କୁହାଯାଇଛି।...
#OTVShorts#WellMarkedLowPressure#CycloneAlert#BayOfBengal#OdishaWeather#IMD#CycloneUpdate#SouthOdisha#AndhraPradesh#WeatherForecast#WindAlert#CoastalOdisha#OdishaTV#OTV
A well-marked low-pressure area has formed over the Bay of Bengal and is likely to intensify into a depression, followed by a deep depression tomorrow and a cyclonic storm on October 26. The system is expected to approach the North Andhra Pradesh and South Odisha coasts by the morning of October 28. Wind speeds could reach 70–80 kmph on October 26, with gusts of up to 90 kmph. Wind speeds may increase further as the system moves closer to the coast. The India Meteorological Department (IMD) has not yet issued a forecast for wind speed at landfall. The likely track and intensity of the system are expected to become clearer after it develops into a depression.
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।