ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

Aug 16, 2026 - 10:25
ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …
ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ଜଣେ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଅଟକ ବ୍ୟକ୍ତିଜଣକ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର ବୋଲି ଜଣାପଡ଼ିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।