ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

Sep 07, 2026 - 09:34
ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ ବିଭାଗର ୯ରୁ ଅଧିକ ପ୍ରସ୍ତାବ ଅନୁମୋଦନ ପାଇଁ ଉପସ୍ଥାପିତ ହେବ। ପୂର୍ତ୍ତ, ରାଜସ୍ବ ଓ ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଏଗୁଡ଼ିକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।