ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ
ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଶିଶୁମାନଙ୍କ ସୁରକ୍ଷା ପାଇଁ ତିହିଡ଼ି, ଭଦ୍ରକ, ଚାନ୍ଦବାଲି ଓ ଧାମନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।