ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ଆଲୋଚନା

Sep 20, 2026 - 13:48
ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ଆଲୋଚନା
Gallery

ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ଆଲୋଚନା

ଓଡ଼ିଶା ଗସ୍ତରେ ଆସିଥିବା ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ କରିଛନ୍ତି। ଏହି ଅବସରରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ସୌଜନ୍ୟମୂଳକ ଆଲୋଚନା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।