ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

ପୁରୀ ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୭୧ ଅଙ୍କ ପ୍ରଚଳନ, ଆରମ୍ଭ ହେଲା ଉତ୍କଳୀୟ ସନ ୧୪୩୪ ସାଲ

ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡ଼ିଶା ନାଟ୍ୟ ସଂଘର ୫ମ ଜାତୀୟ ନାଟ୍ୟ ମହୋତ୍ସବରେ ନାଟକ ଗୋଲଡେନ ମିଗ କଳା ପରିଷଦ ସୁନାବେଡ଼ାର କଳାକାରଙ୍କ ଦ୍ୱାରା ପ୍ରଦର୍ଶିତ ନାଟକ ‘ଅନୁପମା’ର ଦୃଶ୍ୟ

ବିଧାନସଭାରେ MMDR ବିଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ ହୋ ହାଲ୍ଲା କରୁଛନ୍ତି ବିରୋଧୀ


କଟକ ଚାଉଳିଆଗଞ୍ଜରେ ଅନୁଷ୍ଠିତ ଖୁଦୁରୁକୁଣୀ ଭସାଣି ଶୋଭାଯାତ୍ରା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।