କମଲଜିତ-ସୁରୁଚିଙ୍କ କଲେ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ
ନାଗୋୟା,୨୫।୯:: ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ ଭେଟି ଦେଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଏହି ଯୋଡ଼ି ଚମତ୍କାର ପ୍ରଦର୍ଶନ କରି ସୱର୍ଣ୍ଣ ପଦକ ହାସଲ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।