ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍
ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର ଟଙ୍କାର ମୋଟା ଜରିମାନା କମିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ଘୋଷଣା କରିଛନ୍ତି।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।