ଘର ଭିତରୁ ମହିଳା ଆଇଆଇସିଙ୍କ ମୃତଦେହ ଉଦ୍ଧାର

କଟକ : ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ । କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସ ରୁ ଉଦ୍ଧାର ହେଲା ମୃତଦେହ । ମୃତକ ହେଲେ ବ୍ୟୁଟି ମହାନ୍ତି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତଦେହକୁ ବ୍ୟବଚ୍ଛଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ପୁଲିସ । ତେବେ କିଛିଦିନ ଧରି ସେ ଅସୁସ୍ଥ ଥିବା ସୂଚନା ମିଳିଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।