ଜୁନ୍ ୨୮ରେ ଆରଆଇ ପରୀକ୍ଷା

ଭୁବନେଶ୍ୱର : ଘୁଞ୍ଚିଲା ଆରଆଇ ପରୀକ୍ଷା ତାରିଖ । ଜୁନ ୨୦ ପରିବର୍ତ୍ତେ ଜୁନ ୨୮ରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି । ଏନେଇ OSSSC ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି । ସେହି ସମୟରେ NEET-UG ପରୀକ୍ଷା ଥିବାରୁ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଆରଆଇ ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଥିବା ନେଇ ଆୟୋଗ ଏକ ବିଜ୍ଞପ୍ତି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।