ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍ସନ୍କୁ…
ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏହି ସମ୍ବେଦନଶୀଳ ମାମଲାର ବିଚାର କରି ପୂର୍ବତନ ଜିଲାପାଳଙ୍କ ସମେତ ଅନ୍ୟ ଦୁଇଜଣ ଅଭିଯୁକ୍ତଙ୍କୁ ୧ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହିତ ଦୋଷୀ ସାବ୍ୟସ୍ତ ପୂର୍ବତନ ଜିଲାପାଳଙ୍କ ସରକାରୀ ପେନ୍ସନ୍ ସମ୍ପୂର୍ଣ୍ଣ ରଦ୍ଦ କରିବା ପାଇଁ ଭିଜିଲାନ୍ସ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିକଟରେ ଆନୁଷ୍ଠାନିକ ସୁପାରିସ କରାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।