ତାମିଲନାଡୁ ସରକାରଙ୍କ କଡ଼ା ନିର୍ଦ୍ଦେଶ: CJP ଆନ୍ଦୋଳନରେ ସାମିଲ ହୋଇପାରିବେନି ଛାତ୍ରୀଛାତ୍ର
ଚେନ୍ନାଇ,୧୯ା୮: ତାମିଲନାଡୁ ସରକାର ବୁଧବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। CJP ଆନ୍ଦୋଳନରେ କୌଣସି ଛାତ୍ରୀଛାତ୍ର ସାମିଲ ହୋଇପାରିବେନି ବୋଲି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପୋଲିସ ଓ ଶିକ୍ଷା ବିଭାଗକୁ କଲେଜିଏଟ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ ରହିଛି। CJP ଆନ୍ଦୋଳନରେ ଛାତ୍ର ଓ ଯୁବକଙ୍କ ଭାଗିଦାରୀ ରୋକିବାକୁ ପଦକ୍ଷେପ ନିର୍ଦ୍ଦେଶ ଦିଆଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।