ଧୀରଜ ସେଠ୍ ନୂଆ ସ୍ଥଳସେନା ମୁଖ୍ୟ

Jun 30, 2026 - 12:19
ଧୀରଜ ସେଠ୍ ନୂଆ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଭାରତୀୟ ସ୍ଥଳସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜେନେରାଲ ଉପେନ୍ଦ୍ର ଦ୍ବିବେଦୀଙ୍କ ସ୍ଥାନରେ ୩୧ତମ ସେନା ମୁଖ୍ୟ ଭାବରେ ନୂତନ ନିଯୁକ୍ତି ପାଇଛନ୍ତି ଧୀରଜ ସେଠ୍ । ସେ ଜୁନ ୩୦ - ୨୦୨୬ରୁ ଅଗଷ୍ଟ ୩୧-୨୦୨୮ପର୍ଯ୍ୟନ୍ତ ଏହି ପଦବୀରେ ଅବସ୍ଥାପିତ ରହିବେ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।