ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

Sep 09, 2026 - 10:48
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ପରେ ବନ ବିଭାଗ ପକ୍ଷରୁ ସେମାନଙ୍କୁ ସୁରକ୍ଷିତ ଭାବେ ନନ୍ଦନକାନନକୁ ଅଣାଯାଇଛି। ଏଠାରେ ୫ଟି ଓରାଙ୍ଗଉଟାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। କ୍ୱାରେଣ୍ଟାଇନ୍‌ରେ ରଖାଯାଇ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଉଛି। ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନନ୍ଦନକାନନର ବିଶେଷଜ୍ଞ ଟିମ୍‌ ନଜର ରଖିଛି। ଆବଶ୍ୟକ ପରୀକ୍ଷା ଓ ନିରୀକ୍ଷଣ ପରେ ଓରାଙ୍ଗଉଟାନଗୁଡ଼ିକୁ ନେଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।