ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

Sep 01, 2026 - 09:33
ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ ଭାନ୍ସ କହିଥିଲେ, ‘ମୋ ସ୍ତ୍ରୀଙ୍କ ନାମ ଉଚ୍ଚାରଣ କରିବାକୁ ସାହସ କରନାହିଁ।’ ସେ ତାଙ୍କ ପତ୍ନୀ ଉଷା ଭାନ୍ସଙ୍କୁ କିଛଇ କହିବାରୁ ଏଲ-ସାୟଦଙ୍କୁ ଜେଡି ‘ଅତ୍ୟନ୍ତ ଖରାପ ବ୍ୟକ୍ତି’ ବୋଲି ବର୍ଣ୍ଣନା କରିଥିଲେ।

Dharitri – Odisha’s No.1, Most Trusted Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।