ଫରିଦାବାଦରେ ୨.୯ ତୀବ୍ରତାର ଭୂକମ୍ପ

Nov 05, 2026 - 20:54
ଫରିଦାବାଦରେ ୨.୯ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ : ହରିୟାଣାର ଫରିଦାବାଦରେ ଆଜି ୨.୯ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି ।

ନ୍ୟାସନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି (ଏନ୍‌ସିଏସ୍‌) ଅନୁଯାୟୀ, ଗୁରୁବାର ସନ୍ଧ୍ୟା ୬ଟା ୩୩ରେ ଏହି ଭୂମିକମ୍ପ ହୋଇଥିଲା ।

ଏହାର କେନ୍ଦ୍ରସ୍ଥଳ ଭୂପୃଷ୍ଠଠାରୁ ୫ କିମି ଗଭୀରତାରେ ଥିଲା ।

ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

ଉଲ୍ଲେଖଯୋଗ୍ୟ, ଗତ ସୋମବାର ରାତି ୧୧ଟା ୫୬ରେ ଜମ୍ମୁ-କାଶ୍ମୀରର କିସ୍ତୱାଡ଼ ଜିଲ୍ଲାରେ ୩.୧ ତୀବ୍ରତାର ଭୂକମ୍ପ ହୋଇଥିଲା ।

Advertisment Melania Trump: ଆମେରିକାର ପ୍ରଥମ ମହିଳା ମେଲାନିଆ ଟ୍ରମ୍ପଙ୍କୁ ୟୁକ୍ରେନ୍‌ର ସର୍ବୋଚ୍ଚ ନାଗରିକ ସମ୍ମାନ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।