ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

Aug 25, 2026 - 17:35
ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।

ଠିକ୍‌ ସମୟରେ ଏକ ମାମଲାର ଚାର୍ଜସିଟ ଦାଖଲ ନ କରିବାରୁ ବୌଦ୍ଧ ଥାନାରେ କାର୍ଯ୍ୟରତ ଏସ୍‌ଆଇ ଚନ୍ଦନ ଜେନାଙ୍କୁ ନିଲମ୍ବିତ କରାଯାଇଛି। ସେହିପରି ମନମୁଣ୍ଡା ଥାନା କନଷ୍ଟେବଲ ଯଶୋବନ୍ତ ମାଝୀଙ୍କୁ ମଧ୍ୟ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।