ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…
ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ ଏବଂ ଗୁଜରାଟ ପାଇଁ ନୂତନ ରାଜ୍ୟ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି। ଭାଜପା ବିନୋଦ ତାୱଡେଙ୍କୁ ୟୁପି ପାଇଁ ପ୍ରଭାରୀ ନିଯୁକ୍ତ କରିଥିବା ବେଳେ ଜଗଦୀଶ ଈଶ୍ୱରଭାଇ ପଟେଲଙ୍କୁ ରାଜ୍ୟ ପାଇଁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।