ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ
ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ ପ୍ରଶଂସନୀୟ ସେବା ପଦକ ମିଳିବ ବୋଲି ଜଣାପଡ଼ିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।