ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା
ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଶନିବାର ରାତିରେ ମଦ ପିଇବା ପରେ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ଘଟଣାସ୍ଥଳକୁ ଯିବା ପାଇଁ ବରିଷ୍ଠ ଅଧିକାରୀ ଓ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ନିର୍ଦ୍ଦେଶ ଦେଇଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।