ବୁଧବାର ୫ ଘଣ୍ଟା କାଳିଆ ଦର୍ଶନ ବନ୍ଦ

Aug 12, 2026 - 04:42

ପୁରୀ : ବୁଧବାର(ତା ୧୨.୦୮.୨୦୨୬)ରିଖ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ସମୟରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୭.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବଦଳିଯିବ ଭାଗ୍ୟ ; ଶ୍ରାବଣରେ ରାଶି ଅନୁଯାୟୀ କରନ୍ତୁ ଦାନ

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।