ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

Jul 08, 2026 - 09:47

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଜୟପୁର ସମେତ କଟକର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।

Odisha’s No.1 Odia Daily

The post ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ… appeared first on Dharitri Odia News.

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।