ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ସମ୍ପର୍କୀୟ ନାବାଳକ: ଅବସ୍ଥା ଗୁରୁତର

Oct 30, 2026 - 08:05
ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ସମ୍ପର୍କୀୟ ନାବାଳକ: ଅବସ୍ଥା ଗୁରୁତର

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୋଲିସ ଜିଲା ଅନ୍ତର୍ଗତ ଜାମଦା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଶିଶୁକନ୍ୟାଙ୍କୁ ସମ୍ପର୍କୀୟ ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଜଣକ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ପୋକ୍‌ସୋ ଆଇନ ଅନୁଯାୟୀ ଏକ ମାମଲା(ନଂ.୧୧୮/୨୬) ରୁଜୁ କରି ଅଭିଯୁକ୍ତ ନାବାଳକଙ୍କୁ ଅଟକ ରଖିଛି।

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।