‘ସମ୍ବାଦ-ଆମ ଓଡ଼ିଶା’ ପକ୍ଷରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତା
‘ସମ୍ବାଦ-ଆମ ଓଡ଼ିଶା’ ପକ୍ଷରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତା
/filters:format(webp)/sambad/media/media_files/2026/09/06/whatsapp-2026-09-06-10-47-09.jpeg)
ଭୁବନେଶ୍ବର: ଆଜି ‘ସମ୍ବାଦ-ଆମ ଓଡ଼ିଶା’ ପକ୍ଷରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଏଥିରେ ଚିତ୍ରାଙ୍କନ, ହସ୍ତାକ୍ଷର, ଭାଷାଜ୍ଞାନ ଓ ପ୍ରବନ୍ଧ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।