‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..
ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତାଙ୍କ ମାଆ ସୋନିଆ ଗାନ୍ଧୀଙ୍କ ପୋଷା କୁକୁର ‘ନୁରୀ’ ସହିତ ସମୟ ବିତାଉଥିବାର ଦେଖାଯାଉଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।