ୟୁଟର୍ନ ନେଲା CJP: ସୁପ୍ରିମକୋର୍ଟରେ କହିଲା ଏହି କଥା, ସମସ୍ତେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧।୯: ସିଜେପିର ପ୍ରବକ୍ତା ସୌରଭ ଦାସ ସୁପ୍ରିମକୋର୍ଟରେ କହିଛନ୍ତି, ଆମେ ଏହି ସମ୍ମାନନୀୟ କୋର୍ଟ ଏବଂ ସମସ୍ତ ଆଇନଜୀବୀଙ୍କୁ ଧନ୍ୟବାଦ ଜଣାଉଛୁ। ସେପ୍ଟେମ୍ବର ୫ ତାରିଖରେ ହେବାକୁ ଥିବା ମାର୍ଚ୍ଚ ପାଇଁ ଦିଆଯାଇଥିବା ଆହୱାନକୁ ଫେରାଇ ନିଆଯାଉଛି।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।