୧୧.୮.୨୦୨୬, ମଙ୍ଗଳବାର

Aug 11, 2026 - 07:09
୧୧.୮.୨୦୨୬, ମଙ୍ଗଳବାର

 

ମେଷ: କାର୍ଯ୍ୟରେ ବିରୋଧ, ବ୍ୟବସାୟରେ ସ୍ବଳ୍ପ ଲାଭ, ବନ୍ଧୁସମସ୍ୟା, ଅର୍ଥଚିନ୍ତା, ଗୃହେ ସହଯୋଗ, ସନ୍ତାନଖୁସି, ଦୂରଯାତ୍ରା, ନୂତନ କର୍ମନିଯୁକ୍ତି, ଦେବଦର୍ଶନ, ଅନୁଷ୍ଠାନରୁ ଲାଭ, ଦ୍ବିଜା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-, ଆରାଧନା-ପ୍ରଭୁ ହନୁମାନ

ବୃଷ: ଦୂରଯାତ୍ରା ସଫଳ, ବ୍ୟବସାୟରେ ଲାଭ, ଅଚାନକ ଧନଲାଭ, ଶରୀର ସୁସ୍ଥ, ଶତ୍ରୁସମସ୍ୟା, ସମ୍ପତ୍ତିଲାଭ, ପାରିବାରିକ ସହାୟତା, ବନ୍ଧୁଲାଭ, ବିଘ୍ନନାଶ, ସୁସମ୍ବାଦପ୍ରାପ୍ତି, ରୋହିଣୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-, ଆରାଧନା-ଶ୍ରୀ ଗଣେଶ

ମିଥୁନ:  ଭଲଆୟ, ଲୋକସମ୍ପର୍କ ବୃଦ୍ଧି, ଦୂରଯାତ୍ରା ସଫଳ, ଅନୁଷ୍ଠାନରୁ ଲାଭ, ଶରୀର ସୁସ୍ଥ, ନୂତନ ଚୁକ୍ତି, ସମ୍ମାନଲାଭ, ଆର୍ଥିକ ଉନ୍ନତି, ସମ୍ପତ୍ତିଲାଭ, ଭ୍ରାତୃବିରୋଧ,   ଦାମ୍ପତ୍ୟ ସୁଖ, ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା- ମହାଲକ୍ଷ୍ମୀ

କର୍କଟ: ଦୂରଯାତ୍ରାରେ ସତର୍କ, ବ୍ୟବସାୟରେ ସ୍ବଳ୍ପ ଲାଭ, ବିଶିଷ୍ଠ   ବ୍ୟକ୍ତି ସହାୟତା,   ଶରୀର ସୁସ୍ଥ, ସମ୍ପତ୍ତିବିବାଦ, ଶତ୍ରୁସମସ୍ୟା, ଦାମ୍ପତ୍ୟକଳହ, ଅଚାନକ ଧନପ୍ରାପ୍ତି,  ପୁଷ୍ୟା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-, ଆରାଧନା-ମାବଗଳାମଖୀ

ସିଂହ: ଯାନ୍ତ୍ରିକତ୍ରୁଟି, ହେବାକାର୍ଯ୍ୟ ବିଳମ୍ବ, ଶରୀର ସୁସ୍ଥ, ବ୍ୟବସାୟରେ ସ୍ବଳ୍ପ ଲାଭ, କର୍ମକ୍ଷେତ୍ରେ ସଫଳ, ପିଲାଙ୍କଖୁସି, ଅନୁଷ୍ଠାନରୁ ଲାଭ, ଅଯଥା ଅଶାନ୍ତି, ଉତ୍ସବ ପାଇଁ ଆଲୋଚନା, ପୂର୍ବାଫାଲଗୁନି  ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା-ଶଙ୍କର ଭଗବାନ

କନ୍ୟା: ବାଣିଜ୍ୟରେ  ଲାଭ, ନୂତନ କାର୍ଯ୍ୟଲାଭ, ଶତ୍ରୁ ପରାଜିତ, ଶରୀର ସୁସ୍ଥ, ନୂତନ ବନ୍ଧୁଦର୍ଶନ, ଅଟକିଥÒବା କାର୍ଯ୍ୟ ସମ୍ପନ୍ନ, ସମ୍ପତ୍ତିଲାଭ, ସମସ୍ୟା ସମାଧାନ,  ହସ୍ତା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-, ଆରାଧନା-ହନୁମାନଚାଳିଷା ପାଠ କରନ୍ତୁ

ତୁଳା: ଧନ ପୁତ୍ରାଦି ଲାଭ, ସୁଖସମ୍ମାନପ୍ରାପ୍ତି, ଦୂରଯାତ୍ରା, ଉଚ୍ଚଆଶାରେ ବିଳମ୍ବ, ଶରୀର ସୁସ୍ଥ, ସମ୍ପତ୍ତିଖୁସି, ବ୍ୟବସାୟିକ ଖୁସି, ସନ୍ତାନ ସମସ୍ୟା, ଦାମ୍ପତ୍ୟସୁଖ,  ସ୍ବାତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଆକାଶି, ସଂଖ୍ୟା-, ଆରାଧନା-ମାମହାକାଳୀ

ବିଛା: କାର୍ଯ୍ୟବ୍ୟସ୍ତତା, ଦୂରଯାତ୍ରାରେ କଷ୍ଟ, ସ୍ବାସ୍ଥ୍ୟକୁ େନଇ ଚିନ୍ତା, ଅର୍ଥଲାଭ, ବନ୍ଧୁଗୃହେ ଯାତ୍ରା, ଉନ୍ନତିମୂଳକ କାର୍ଯ୍ୟରେ ସଫଳ, ଦ୍ରବ୍ୟଲାଭ, ଶତ୍ରୁ ପରାଜିତ, ବ୍ୟବସାୟିକ ଶତ୍ରୁତା, ଦାମ୍ପତ୍ୟଖୁସି, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-, ଆରାଧନା-ପ୍ରଭୁ ନୃସିଂହ

ଧନୁ: ମାନସିକ କଷ୍ଟ, ବ୍ୟବସାୟରେ ସ୍ବଳ୍ପ ଲାଭ, ଅର୍ଥଚିନ୍ତା, ଅନୁଷ୍ଠାନରୁ ସଫଳତା, ବନ୍ଧୁସାହାଯ୍ୟ, ଶତ୍ରୁସମସ୍ୟା, ହେବାକାର୍ଯ୍ୟ ବିଳମ୍ବ, ସନ୍ତାନକଷ୍ଟ, ଈଶ୍ବରଭକ୍ତି, ପୂର୍ବାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା,  ସଂଖ୍ୟା-, ଆରାଧନା-ଶଙ୍କର ଭଗବାନ

ମକର: ପୁରାତନ େରାଗ ଉପଶମ, ଆର୍ଥିକଲାଭ, ସମ୍ପତ୍ତିଲାଭ, ନୂତନ କାର୍ଯ୍ୟରେ ନିଯୁକ୍ତି, ବ୍ୟବସାହିକ ଲାଭ, ହଠାତ୍ ଦୂରଯାତା, ଦ୍ରବ୍ୟପ୍ରାପ୍ତି, ପାରିବାରିକ ସହଯୋଗ, ଦାମ୍ପତ୍ୟ ଖୁସି, ବିଦ୍ୟାରେ ସଫଳ, ଧନିଷ୍ଠା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-, ଆରାଧନା-ଗ୍ରାମଦେବତୀ

କୁମ୍ଭ: ବ୍ୟବସାୟରେ ସ୍ବଳ୍ପଲାଭ, ମାନସିକ ଶାନ୍ତି, କାର୍ଯ୍ୟରେ ସଫଳ, ପରିବାରରେ ସହଯୋଗ, ନୂତନ ଗୃହଲାଭ, ଶତ୍ରୁସମସ୍ୟା, ଅଯଥା ବିବାଦ, ଯାନବାହନେ ସତର୍କ, ବିଦ୍ୟାରେ ଅସଫଳ, ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କଳା, ସଂଖ୍ୟା-, ଆରାଧନା-ମାଭଗବତୀ

ମୀନ: ଯାତ୍ରା ସଫଳ, ସମ୍ପତ୍ତିଲାଭ, ମାନସିକଶାନ୍ତି, ଶୁଭଆଲୋଚନା, ଅଳ୍ପ ଶତ୍ରୁସମସ୍ୟା, ନୂତନ ନିଯୁକ୍ତି, ବିବାଦ ସମାଧାନ, ସମ୍ମାନପ୍ରାପ୍ତି, ନୂତନ ବନ୍ଧୁଲାଭ, ମାନସିକ ଶାନ୍ତି, ବ୍ୟବସାୟରେ ଉନ୍ନତି, ଉତ୍ତରଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୦, ଆରାଧନା-ମହାଲକ୍ଷ୍ମୀ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।