୧୩.୮.୨୦୨୬, ଗୁରୁବାର

Aug 13, 2026 - 15:54
୧୩.୮.୨୦୨୬, ଗୁରୁବାର

 

ମେଷ: ପ୍ରୀତିହାନି, ନୂତନ କାର୍ଯ୍ୟରେ ସମସ୍ୟା, ପାରିବାରିକ ଖୁସି, ବନ୍ଧୁଲାଭ, ସ୍ବାଦିଷ୍ଠ ଭୋଜନ, ଉଚ୍ଚକାର୍ଯ୍ୟପାଇଁ ଦୂରଯାତ୍ରା, ଭ୍ରମଣଖୁସି, ସମ୍ପତ୍ତିବିବାଦ, କର୍ମକ୍ଷେତ୍ରେ ସମସ୍ୟା, ବ୍ୟବସାୟରେ ସ୍ବଳ୍ପଲାଭ, ସନ୍ତାନଲାଭ, ବିଦ୍ୟାରେ ସଫଳ,  ଅଶ୍ବିନୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଗୋଲାପି, ସଂଖ୍ୟା-, ଆରାଧନା-ମାମହାଲକ୍ଷ୍ମୀ

ବୃଷ: ଯାତ୍ରାରେ କଷ୍ଟ, େଲାକସମ୍ପର୍କ ବୃଦ୍ଧି, ବ୍ୟବସାୟରେ ସ୍ବଳ୍ପଲାଭ, ଅର୍ଥକଷ୍ଟ, ଦ୍ରବ୍ୟପ୍ରାପ୍ତି, ବିଶିଷ୍ଠ କାର୍ଯ୍ୟରେ ଲାଭ, ସମ୍ମାନଲାଭ, ପୁରାତନ ବିବାଦ, ସନ୍ତାନସମସ୍ୟା, କୃତ୍ତିକା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-, ଆରାଧନା-ଶଙ୍କର ଭଗବାନ

ମିଥୁନ: କାର୍ଯ୍ୟରେ  ସଫଳ, ସମ୍ପତ୍ତିଲାଭ, ଶୁଭଖବର, ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ, ଦେବଦର୍ଶନ, ଶରୀର ସୁସ୍ଥ, କର୍ମକ୍ଷେତ୍ରେ ସଫଳ, ବ୍ୟବସାୟିକ ଲାଭ, ବନ୍ଧୁଦର୍ଶନ,  ଆଦ୍ରା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା-ପ୍ରଭୁ ହନୁମାନ

କର୍କଟ: ଶୁଭକାର୍ଯ୍ୟରେ ଧନଖର୍ଚ୍ଚ, ବ୍ୟବସାୟରେ ସନ୍ତୁଷ୍ଟ, ନୂତନ କର୍ମଆରମ୍ଭ, ବନ୍ଧୁଗୃହକୁ ଯାତ୍ରା, ଅନୁଷ୍ଠାନରୁ ଲାଭ, ଶତ୍ରୁସମସ୍ୟା, ବ୍ୟକ୍ତିସାହାଯ୍ୟ, ହେବାକାର୍ଯ୍ୟ ବିଳମ୍ବ, ମାନସିକ ଅବସାଦ, ପୁଷ୍ୟା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ନାଲି, ସଂଖ୍ୟା-,  ଆରାଧନା-ମାଭୁବନେଶ୍ବରୀ

ସିଂହ: ମାନସିକଶାନ୍ତି,  ସମ୍ମାନପ୍ରାପ୍ତି, ଲୋକସମ୍ପର୍କରେ ଉନ୍ନତି, େଦବଦର୍ଶନ, ଶରୀର ସୁସ୍ଥ, କର୍ମକ୍ଷେତ୍ରେ ସମ୍ମାନ, ବିଦ୍ୟାରେ ସଫଳ, ଅନୁଷ୍ଠାନରୁ ଲାଭ, ଖୁସିଖବର, ମଘା  ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-୧୦, ଆରାଧନା-ମାଦକ୍ଷିଣକାଳୀ

କନ୍ୟା: ଅଯଥାଖର୍ଚ୍ଚ, ଶତ୍ରୁସମସ୍ୟା, ଭ୍ରମଣକଷ୍ଟ, ପାରିବାରିକ ସହଯୋଗ, ଲୋକସମ୍ପର୍କ ବୃଦ୍ଧି, ତୀର୍ଥଯାତ୍ରା,କିଛି କାର୍ଯ୍ୟରେ ବିବାଦ, କଚେରୀ ମାମଲା, ବ୍ୟବସାୟିକକଷ୍ଟ, ଚୋରିଯିବାଭୟ, ଉତ୍ତରାଫାଲଗୁନି ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ସବୁଜ, ସଂଖ୍ୟା-, ଆରାଧନା-ମାଭଗବତୀ

ତୁଳା: ଭ୍ରମଣସୁଖ, ଖୁସିଖବର, ସମ୍ମାନଲାଭ, ସମ୍ପତ୍ତିବିବାଦ, ସ୍ବାଦିଷ୍ଠ ଭୋଜନ, ଉଚ୍ଚଆଶା ସଫଳ, ଦେବଦର୍ଶନ, ଗୁରୁଜନଙ୍କ ସ୍ନେହ, ଅତିଥÒସତ୍କାର, ବିଦ୍ୟାରେ ସଫଳ, ପଡ଼ିଶା ଗଣ୍ଡଗୋଳ, ସ୍ବାତୀ ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କମଳା, ସଂଖ୍ୟା-, ଆରାଧନା-ମାପାର୍ବତୀ

ବିଛା: ଖୁସିଖବର, ବ୍ୟବସାୟିକ ଲାଭ, ବ୍ୟକ୍ତିସାହାଯ୍ୟ, ଅର୍ଥପ୍ରାପ୍ତି, ଶରୀର ସୁସ୍ଥ, ବିଶିଷ୍ଠ କାର୍ଯ୍ୟରେ କର୍ମକ୍ଷେତ୍ରେ ଶୁଭଖବର, ସମ୍ମାନବୃଦ୍ଧି, ଶତ୍ରୁବୃଦ୍ଧି, ଦାମ୍ପତ୍ୟଖୁସି, ସନ୍ତାନଲାଭ, ଦ୍ରବ୍ୟଲାଭ, ଅନୁରାଧା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ହଳଦୀ, ସଂଖ୍ୟା-, ଆରାଧନା-ପ୍ରଭୁ ଜଗନ୍ନାଥ

ଧନୁ: କାର୍ଯ୍ୟରେ ବାଧା, ଦ୍ରବ୍ୟନଷ୍ଟ, ବନ୍ଧୁସହଯୋଗ, ଅର୍ଥସମସ୍ୟା, ଅନୁଷ୍ଠାନରୁ ଲାଭ, ସନ୍ତାନସମସ୍ୟା, ଦୂରଯାତ୍ରା ସଫଳ, ବ୍ୟବସାୟରେ ସ୍ବଳ୍ପଲାଭ, ଅପମାନଯୋଗ, ଶତ୍ରୁସମସ୍ୟା, ସମ୍ପତ୍ତିଲାଭ, ମୂଳା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା-ଗୁରୁଜନଙ୍କ େସବା

ମକର: ଯାତ୍ରାରେ ସତର୍କ, ବ୍ୟବସାୟିକକଷ୍ଟ, ତୀର୍ଥଯାତ୍ରା ସଫଳ, ମନାନ୍ତର, ଶତ୍ରୁସମସ୍ୟା, ବ୍ୟୟବୃଦ୍ଧି, ଉଚ୍ଚଆଶାରେ ବାଧା, ନୂତନ କର୍ମପ୍ରତି ଅାଗ୍ରହ, ଲୋକସମ୍ପର୍କରେ ଖୁସି, ଉତ୍ତରାଷାଢ଼ା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-କଳା, ସଂଖ୍ୟା-, ଆରାଧନା-ଗ୍ରାମଦେବତୀ

କୁମ୍ଭ: ସମ୍ପର୍କରେ ଉନ୍ନତି, ବ୍ୟବସାୟିକ ଲାଭ, ଶରୀର ସୁସ୍ଥ, ସମ୍ପତ୍ତିଲାଭ, ଦୂରଯାତ୍ରା ସଫଳ, ଦାମ୍ପତ୍ୟଖୁସି, କର୍ମକ୍ଷେତ୍ରେ ସ୍ଥାନାନ୍ତର, ଉଚ୍ଚଆଶା ସଫଳ, ଅର୍ଥାଦିଲାଭ, ବାନ୍ଧବୀଲାଭ, ସନ୍ତାନଖୁସି,  ଶତଭିଷା ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ବାଇଗଣି, ସଂଖ୍ୟା-, ଆରାଧନା-ମାବଗଳାମୁଖୀ

ମୀନ: ଦ୍ରବ୍ୟଲାଭ, ଶରୀର ସୁସ୍ଥ, ନୂତନ କାର୍ଯ୍ୟଆରମ୍ଭ, ସମ୍ମାନଲାଭ, ଦୂରଯାତ୍ରା ସଫଳ, ବିଦ୍ବାନବ୍ୟକ୍ତିଙ୍କ ସାହାଯ୍ୟ, ଗୃହଜଞ୍ଜାଳବୃଦ୍ଧି, ଶୁଭଖବର, ଦାମ୍ପତ୍ୟକଳହ,   ଉତ୍ତରଭାଦ୍ର ନକ୍ଷତ୍ର ସତର୍କ ରୁହନ୍ତୁ, ଶୁଭରଙ୍ଗ-ଧଳା, ସଂଖ୍ୟା-, ଆରାଧନା-ମାଗୌରୀ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।