୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

Sep 07, 2026 - 21:18
୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।